Genesis 38:19 — Compare Translations
5 translations compared side by side
Odia - 1840
"ଏହାପରେ ତାମର ଗୃହକୁ ଗଲା ଓ ତା'ର ମୁହଁ ସର୍ବଦା ଲୁଚାଇ ରଖିଲାଏବଂ ଏହାପରେ ସେ ପୁନ୍ନର୍ବାର ବିଧବା ବସ୍ତ୍ର ପରିଧାନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତାମର ଉଠି ପ୍ରସ୍ଥାନ କଲା, ପୁଣି ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତାମର ଗୃହକୁ ଗଲା ଓ ତା’ର ମୁହଁ ସର୍ବଦା ଲୁଗ୍ଭଇ ରଖିଲା ଏବଂ ସେ ପୁନର୍ବାର ବିଧବା ବସ୍ତ୍ର ପରିଧାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।
Recommended Reading