Genesis 38:2 — Compare Translations
5 translations compared side by side
Odia - 1840
"ସଠାେରେ ଯିହୁଦା ଏକ ସ୍ତ୍ରୀଲୋକକୁ ଦେଖିଲା ଏବଂ ବିବାହ କଲା। ତା'ର ପିତା ଜଣେ କିଣାନୀଯ ଥିଲେ। ତାଙ୍କର ନାମ ଥିଲା ଶୂଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ଶୂୟ ନାମରେ କୌଣସି କିଣାନୀୟ ଲୋକର ଗୋଟିଏ କନ୍ୟାକୁ ଦେଖି ତାକୁ ବିବାହ କରି ତାହାର ସହବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଯିହୁଦା ଏକ ସ୍ତ୍ରୀଲୋକକୁ ଦେଖିଲା ଏବଂ ବିବାହ କଲା। ତା’ର ପିତା ଜଣେ କିଣାନୀୟ ଥିଲେ। ତାଙ୍କର ନାମ ଥିଲା ଶୂୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ଶୂୟ ନାମରେ କୌଣସି କିଣାନୀୟ ଲୋକର ଗୋଟିଏ କନ୍ୟାକୁ ଦେଖି ତାକୁ ବିବାହ କରି ତାହାର ସହବାସ କଲା।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ଶୂୟ ନାମରେ କୌଣସି କିଣାନୀୟ ଲୋକର ଗୋଟିଏ କନ୍ୟାକୁ ଦେଖି ତାକୁ ବିବାହ କରି ତାହାର ସହବାସ କଲା।