Genesis 38:20 — Compare Translations
5 translations compared side by side
Odia - 1840
"ଏହାପରେ ଯିହୁଦା ସହେି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ଯ ନବୋ ପାଇଁ ଆପଣା ଅଦୁଲ୍ଲମୀଯ ବନ୍ଧୁ ଦ୍ବାରା ଛଳେିଛୁଆ ଦଇେ ପଠାଇଲା। ମାତ୍ର ସେ ତା'ର ଦଖାେ ପାଇଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ଵାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ପାଇଁ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ଦେଇ ପଠାଇଲା। ମାତ୍ର ସେ ତା’ର ଦେଖା ପାଇଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।