Genesis 38:21 — Compare Translations

5 translations compared side by side

Odia - 1840
"ତେଣୁ ସେ ସଠାେକାର ଲୋକମାନଙ୍କୁ ପଚାରିଲା, ଐନମ ପଥ ପାଶର୍ବ ରେ ଯେଉଁ ବେଶ୍ଯା ଥିଲା ସେ କାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ସେଠା ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ଵରେ ଯେଉଁ ମାହାରୀ ଥିଲା, ସେ କାହିଁ? ସେମାନେ କହିଲେ, ଏଠାରେ କୌଣସି ମାହାରୀ ରହେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ସେଠାକାର ଲୋକମାନଙ୍କୁ ପଗ୍ଭରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ବେଶ୍ୟା ଥିଲା ସେ କାହିଁ?” ଲୋକମାନେ ଉତ୍ତର ଦେଲେ, “ଏଠାରେ କୌଣସି ବେଶ୍ୟା ରହେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ?” ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ? ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”