Genesis 38:22 — Compare Translations

5 translations compared side by side

Odia - 1840
"ତେଣୁ ଯିହୁଦାର ବନ୍ଧୁ ଯିହୁଦା ନିକଟକୁ ଫରେିୟାଇ କହିଲା, ମୁଁ ସହେି ସ୍ତ୍ରୀଲୋକକୁ ପାଇଲି ନାହିଁ ଏବଂ ସଠାେକାର ଲୋକମାନଙ୍କୁ ପଚାରିବାରୁ ସେ କହିଲେ ଏଠା ରେ କୌଣସି ବେଶ୍ଯା ରହନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦା ନିକଟକୁ ଫେରି ଯାଇ କହିଲା, ମୁଁ ତାହାର ଦେଖା ପାଇଲି ନାହିଁ; ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ଏ ସ୍ଥାନରେ କୌଣସି ମାହାରୀ ରହେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୁଦାର ବନ୍ଧୁ ଯିହୁଦା ନିକଟକୁ ଫେରି ଯାଇ କହିଲା, “ମୁଁ ସେହି ସ୍ତ୍ରୀଲୋକକୁ ପାଇଲି ନାହିଁ ଏବଂ ସେଠାକାର ଲୋକମାନଙ୍କୁ ପଗ୍ଭରିବାରୁ ସେମାନେ କହିଲେ ଏଠାରେ କୌଣସି ବେଶ୍ୟା ରହନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦା ନିକଟକୁ ଫେରିଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ, ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ‘ଏହି ସ୍ଥାନରେ କୌଣସି ମାହାରୀ ରହେ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦା ନିକଟକୁ ଫେରି ଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ,” ଆଉ ସେଠାର ଲୋକମାନେ ମଧ୍ୟ କହିଲେ, “ଏହି ସ୍ଥାନରେ କୌଣସି ବେଶ୍ୟା ରହନ୍ତି ନାହିଁ।”