Genesis 38:24 — Compare Translations

5 translations compared side by side

Odia - 1840
"ପ୍ରାଯ ତିନିମାସ ୟିବା ପରେ, କହେି ଲୋକ ଯିହୁଦାକୁ କହିଲେ, ତୁମ୍ଭର ପୁତ୍ରବଧୁ ତାମର ବେଶ୍ଯା ପରି ବର୍ଭଧାରଣ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି । ତହିଁରେ ଯିହୁଦା କହିଲା, ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ତାମରଙ୍କ ଗର୍ଭଧାରଣ ପ୍ରାୟ ତିନି ମାସ ଯିବା ପରେ, କେହି ଜଣେ ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୁ ତାମର ବେଶ୍ୟା ପରି ଗର୍ଭଧାରଣ କରିଛି।” ଏହା ପରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦ‌ଗ୍‌ଧ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”