Genesis 38:25 — Compare Translations
5 translations compared side by side
Odia - 1840
"ଲୋକମାନେ ତାମରକୁ ମାରିବାକୁ ଗଲେ, କିନ୍ତୁ ସେ ତାଙ୍କ ଶ୍ବଶୁରଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲେ, ଏହି ସମସ୍ତବସ୍ତ୍ର ଯାହାର ସେ ମାେତେ ଗର୍ଭବତୀ କରାଇଛି।ଏହି ମାହେର, ସୁତ୍ର ଓ ୟଷ୍ଟି କାହାର, ତାହା ଚିହ୍ନି ଦେଖ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ଵଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ଵାରା ଆମ୍ଭର ଗର୍ଭ ହୋଇଅଛି । ଆହୁରି କହିଲା, ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତାମରକୁ ମାରିବାକୁ ଗଲେ, କିନ୍ତୁ ସେ ତା’ର ଶ୍ୱଶୁରଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲା, “ଏହି ସମସ୍ତବସ୍ତୁ ଯାହାର ସେ ମୋତେ ଗର୍ଭବତୀ କରିଛି। ଏହି ମୋହର, ସୁତ୍ର ଓ ଯଷ୍ଟି କାହାର, ତାହା ଚିହ୍ନି ଦେଖ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, “ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି।” ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ବାହାରକୁ ଅଣାଯା’ନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି। ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ।”