Genesis 38:26 — Compare Translations

5 translations compared side by side

Odia - 1840
"ଯିହୁଦା ସେ ସମସ୍ତ ବସ୍ତ୍ରକୁ ଦେଖିଲା ଏବଂ କହିଲା, ସେ ଠିକ ଅଛି। ମୁଁ ଭୁଲ କରିଥିଲା। ମୁଁ ପ୍ରତିଜ୍ଞା କରିଥିଲି ଶଲୋକୁ ଦବୋପାଇଁ କିନ୍ତୁ ତାହା କରି ନଥିଲି। ଏବଂ ଯିହୁଦା ଆଉ ତାଙ୍କ ସହିତ ଦୈହିକ ସଂପର୍କ ରଖିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ଵୀକାର କରି କହିଲା, ସେ ମୋʼଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ । ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ସେ ସମସ୍ତ ବସ୍ତୁକୁ ଦେଖିଲା ଏବଂ କହିଲା, “ସେ ଠିକ୍ ଅଛି। ମୁଁ ଭୁଲ୍ କରିଥିଲି। ମୁଁ ପ୍ରତିଜ୍ଞା କରିଥିଲି ଶେଲାକୁ ଦେବା ପାଇଁ କିନ୍ତୁ ତାହା କରି ନ ଥିଲି।” ଏବଂ ଯିହୁଦା ଆଉ ତାଙ୍କ ସହିତ ଦୈହିକ ସମ୍ପର୍କ ରଖିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋʼ ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋ’ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।