Genesis 38:27 — Compare Translations

5 translations compared side by side

Odia - 1840
"ତାମରର ଜନ୍ମ କରିବା ସମୟ ଆସିଲା, ସମାନେେ ଦେଖିଲେ ସେ ୟାଆଁଳା ଜନ୍ମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାମରର ଜନ୍ମ କରିବା ସମୟ ଆସିଲା, ସେମାନେ ଦେଖିଲେ ସେ ଯାଆଁଳା ଜନ୍ମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା।