Genesis 38:28 — Compare Translations
5 translations compared side by side
Odia - 1840
"ସେ ଯେତବେେଳେ ଜନ୍ମ କଲା, ସେ ସମୟରେ ଏକ ବାଳକର ହସ୍ତ ବାହାର ହେଲା, ତହିଁରେ ଧାତ୍ରୀ ତାହାର ସହେି ସିନ୍ଦୁର ବର୍ଣ୍ଣ ସୁତ୍ର ବାନ୍ଧି କହିଲା, ଏ ଜେଷ୍ଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାର ପ୍ରସବ କାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂରବର୍ଣ୍ଣ ସୂତ୍ର ବାନ୍ଧି କହିଲା, ଏ ଜ୍ୟେଷ୍ଠ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେତେବେଳେ ଜନ୍ମ କଲା, ସେ ସମୟରେ ଏକ ବାଳକର ହସ୍ତ ବାହାର ହେଲା, ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୁରବର୍ଣ୍ଣ ସୁତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାର ପ୍ରସବକାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂର ବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାର ପ୍ରସବ କାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂରବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”