Genesis 38:30 — Compare Translations
5 translations compared side by side
Odia - 1840
"ଏହାପରେ ଅନ୍ୟ ପିଲାଟି ଜନ୍ମ ନଲୋ, ଏହି ପିଲାଟିର ହସ୍ତ ରେ ସିନ୍ଦୁର ବର୍ଣ୍ଣ ତା'ର ହାତ ରେ ଥିଲା, ସେ ତା'ର ନାମ ସରହେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅନ୍ୟ ପିଲାଟି ଜନ୍ମ ନେଲା, ଏହି ପିଲାଟିର ହସ୍ତରେ ସିନ୍ଦୁରବର୍ଣ୍ଣ ସୁତ୍ର ଥିଲା, ସେ ତା’ର ନାମ ସେରହ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା।