Genesis 38:4 — Compare Translations

5 translations compared side by side

Odia - 1840
"ଏହାପରେ ସେ ଆଉ ଏକ ପୁତ୍ର ଜନ୍ମ ଦେଲେ। ଏବଂ ତା'ର ନାମ ରଖିଲେ ଓନନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଓନନ୍ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଆଉ ଏକ ପୁତ୍ର ଜନ୍ମ ଦେଲା। ଏବଂ ତା’ର ନାମ ରଖିଲା ଓନନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଓନନ୍‍ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଓନନ୍‍ ଦେଲା।