Genesis 38:6 — Compare Translations

5 translations compared side by side

Odia - 1840
"ଯିହୁଦା ତା'ର ପ୍ରଥମ ପୁତ୍ରକୁ ବିବାହ ଦବୋପାଇଁ ଏକ ସ୍ତ୍ରୀ ପାଇଲେ। ଯାହାର ନାମ ତାମର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦା ତାମରନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା । ଋତ ୪:୧୨
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ତା’ର ପ୍ରଥମ ପୁତ୍ରକୁ ବିବାହ ଦେବା ପାଇଁ ଏକ ସ୍ତ୍ରୀ ପାଇଲା। ଯାହାର ନାମ ତାମର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।