Genesis 38:7 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଫୁ ଦେଖିଲେ ଯେ, ଯିହୁଦାର ପ୍ରଥମଜାତ ଏର ଦୁଷ୍ଟ ଥିଲା। ତେଣୁ ସେ ତାଙ୍କୁ ବିନାଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଦେଖିଲେ ଯେ, ଯିହୁଦାର ପ୍ରଥମଜାତ ଏର ଦୁଷ୍ଟ ଥିଲା। ତେଣୁ ସେ ତାକୁ ବିନାଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ।