Genesis 38:8 — Compare Translations

5 translations compared side by side

Odia - 1840
"ଏହାପରେ ଯିହୁଦା ଏରର ଭାଇ ଓନନକୁ କହିଲେ, ତୁମ୍ଭେ ତୁମ୍ଭର ଭାଇର ସ୍ତ୍ରୀ ସହିତ ସହବାସ କର । ଯଦି ସେ ପିଲା ଜନ୍ମ କରେ, ସହେି ପୁତ୍ର ତୁମ୍ଭ ଭାଇର ସନ୍ତାନ ବୋଲି ଜଣାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦା ଓନନକୁ କହିଲା, ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୁଦା ଏରର ଭାଇ ଓନନକୁ କହିଲା, “ତୁମ୍ଭେ ତୁମ୍ଭର ଭାଇର ସ୍ତ୍ରୀ ସହିତ ସହବାସ କର । ଯଦି ସେ ପିଲା ଜନ୍ମ କରେ, ସେହି ପୁତ୍ର ତୁମ୍ଭ ଭାଇର ସନ୍ତାନ ବୋଲି ଜଣାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦା ଓନନ୍‍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦା ଓନନ୍‍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”