Genesis 38:9 — Compare Translations
5 translations compared side by side
Odia - 1840
"ଓନନ ଜାଣିଥିଲା ଯେ ସେ ସନ୍ତାନ ତା'ର ବଂଶ ହବେ ନାହିଁ, ତେଣୁ ସେ ସହବାସ ସମୟରେ ଭୂମିରେ ରତେଃପାତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଓନନ ଜାଣିଥିଲା ଯେ ସେ ସନ୍ତାନ ତା’ର ବଂଶ ହେବ ନାହିଁ, ତେଣୁ ସେ ସହବାସ ସମୟରେ ଭୂମିରେ ରେତଃପାତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।