Genesis 39:1 — Compare Translations

5 translations compared side by side

Odia - 1840
"ଯୋଷଫେ ମିଶର ଦେଶକୁ ଅଣା ଯାନ୍ତେ ଫାରୋଙ୍କର ଜଣେ ଭୃତ୍ଯ ଅର୍ଥାତ୍ ମିସ୍ରୀଯ ପୋଟୀଫର ନାମକ ରକ୍ଷକ ସନୋପତି ତାଙ୍କର ଅନଯନକାରୀ ଇଶ୍ମାଯଲେୀଯମାନଙ୍କଠାରୁ ଯୋଷଫଙ୍କେୁ କିଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍, ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାଏଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରରେ ଯୋଷେଫ ପୋଟୀଫରକୁ ବିକ୍ରି ହେଲେ ଯୋଷେଫ ମିଶର ଦେଶକୁ ଅଣାଯାଆନ୍ତେ ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍ ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି ତାଙ୍କର ଆନୟନକାରୀ ଇଶ୍ମାଏଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯୋଷେଫ ମିସର ଦେଶକୁ ଅଣାଯା’ନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।