Genesis 39:10 — Compare Translations
5 translations compared side by side
Odia - 1840
"ସହେି ସ୍ତ୍ରୀ ଲୋକଟି ସର୍ବଦା ତାହାଙ୍କ ସହିତ କଥା ହୁଏ। କିନ୍ତୁ ସେ ତାଙ୍କ ସହ ଶଯନ କରିବାପାଇଁ ସର୍ବଦା ମନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ଵା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟି ସର୍ବଦା ତାହାଙ୍କ ସହିତ କଥା ହୁଏ। କିନ୍ତୁ ସେ ତାଙ୍କ ସହ ଶୟନ କରିବା ପାଇଁ ସର୍ବଦା ମନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।