Genesis 39:11 — Compare Translations

5 translations compared side by side

Odia - 1840
"ଦିନେ ଯୋଷଫେ ଘରକୁ ତାଙ୍କର କିଛି କାର୍ୟ୍ଯ କରିବାକୁ ଗଲେ। ସହେି ସମୟରେ ସେ ଏକା ସହେି ଘ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ଯୋଷେଫ ଘରକୁ ତାଙ୍କର କିଛି କାର୍ଯ୍ୟ କରିବାକୁ ଗଲେ। ସେହି ସମୟରେ ସେ ଏକା ସେହି ଘରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।