Genesis 39:12 — Compare Translations
5 translations compared side by side
Odia - 1840
"ତା'ର ମୁନିବଙ୍କର ସ୍ତ୍ରୀ ତାଙ୍କର କୋଟ୍କୁ ଧରି ଟାଣି କହିଲେ, ମାେ ପାଖ ରେ ଶଯନ କର। କିନ୍ତୁ ଯୋଷଫେ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା'ର ହାତ ରେ ତାହାର କୋଟ୍ଟି ରହିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା; ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ମୁନିବଙ୍କର ସ୍ତ୍ରୀ ତାଙ୍କର ବସ୍ତ୍ରକୁ ଧରି ଟାଣି କହିଲା, “ମୋ’ ପାଖରେ ଶୟନ କର।” କିନ୍ତୁ ଯୋଷେଫ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା’ର ହାତରେ ତାଙ୍କର ବସ୍ତ୍ର ରହିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି “ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା;” ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି ମୋ’ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା; ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଗଲେ।