Genesis 39:14 — Compare Translations

5 translations compared side by side

Odia - 1840
"ସେ ଗୃହର ବାହାର ଲୋକମାନଙ୍କୁ ଡ଼ାକି ସେ କହିଲା, ଦେଖ, ସେ ଆମ୍ଭମାନଙ୍କ ସଙ୍ଗ ରେ ପରିହାସ କରିବା ନିମନ୍ତେ ଜଣେ ଅବ୍ରୀଯକୁ ଆଣିଛନ୍ତି। ସେ ଭିତରକୁ ପଶି ମାେ ସହିତ ଶଯନ କରିବାକୁ କହିଲା। ମୁଁ ବଡ଼ ପାଟି ରେ ଡ଼ାକ ପକାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;
Odia Bible ERV 2004 (ପବିତ୍ର ବାଇବଲ)
ସେ ଗୃହର ବାହାର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଛନ୍ତି। ସେ ଭିତରକୁ ପଶି ମୋ’ ସହିତ ଶୟନ କରିବାକୁ କହିଲା। ମୁଁ ବଡ଼ ପାଟିରେ ଡାକ ପକାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋ’ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋ’ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;