Genesis 39:15 — Compare Translations

5 translations compared side by side

Odia - 1840
"ମାରେ ବଡ଼ ପାଟି ରେ ଡ଼ାକିବାର ଶୁଣି ସେ ତା'ର କୋଟ୍ ମାେ ପାଖ ରେ ଛାଡ଼ି ଦୌଡ଼ି ପଳାଇ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋʼ ନିକଟରେ ପକାଇ ଦେଇ ବାହାରକୁ ପଳାଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବଡ଼ ପାଟିରେ ଡାକିବାର ଶୁଣି ସେ ତା’ର ବସ୍ତ୍ର ମୋ’ ପାଖରେ ଛାଡ଼ି ଦୌଡ଼ି ପଳାଇ ଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋʼ ନିକଟରେ ପକାଇଦେଇ ବାହାରକୁ ପଳାଇଗଲା।”
Odia IRV 2017 (ଓଡିଆ ବାଇବେଲ)
ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋ’ ନିକଟରେ ପକାଇ ଦେଇ ବାହାରକୁ ପଳାଇଗଲା।”