Genesis 39:16 — Compare Translations

5 translations compared side by side

Odia - 1840
"ଏହାପରେ ସେ ସହେି କୋଟ୍ଟି ତାଙ୍କର ସ୍ବାମୀ ଆସିବା ପର୍ୟ୍ଯନ୍ତ ତାଙ୍କ ପାଖ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ସେହି ବସ୍ତ୍ର ତା’ର ସ୍ୱାମୀ ଆସିବା ପର୍ଯ୍ୟନ୍ତ ତା’ ପାଖରେ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।