Genesis 39:18 — Compare Translations

5 translations compared side by side

Odia - 1840
"କିନ୍ତୁ ସେ ଯେତବେେଳେ ମାେ ପାଖକୁ ଆସିଲା ମୁଁ ବଡ଼ ପାଟି କରିବାରୁ ସେ ତା'ର କୋଟ୍ଟି ଛାଡ଼ି ବାହାରକୁ ଦୌଡ଼ି ପଳାଇଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇ ଦେଇ ବାହାରକୁ ପଳାଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ଯେତେବେଳେ ମୋ’ ପାଖକୁ ଆସିଲା ମୁଁ ବଡ଼ ପାଟି କରିବାରୁ ସେ ତା’ର ବସ୍ତ୍ର ଛାଡ଼ି ବାହାରକୁ ଦୌଡ଼ି ପଳାଇଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇଦେଇ ବାହାରକୁ ପଳାଇଗଲା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋ’ ନିକଟରେ ଏହି ବସ୍ତ୍ର ପକାଇ ଦେଇ ବାହାରକୁ ପଳାଇଗଲା।”