Genesis 39:19 — Compare Translations
5 translations compared side by side
Odia - 1840
"ଯୋଷଫେର ମୂନିବ ତାଙ୍କର ସ୍ତ୍ରୀଙ୍କଠାରୁ ଏ ସମସ୍ତ ଶୁଣିଲେ। ଏବଂ ସେ ବହୁତ କୋର୍ଧ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ମୁନିବ ତାଙ୍କର ସ୍ତ୍ରୀଠାରୁ ଏ ସମସ୍ତ ଶୁଣିଲେ। ଏବଂ ସେ ବହୁତ କ୍ରୋଧ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ୱଳିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ “ତୁମ୍ଭର ଦାସ ମୋ’ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ଜ୍ୱଳିତ ହେଲା।