Genesis 39:2 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ଯୋଷଫେକୁ ସହାୟ ହେଲେଓ ଯୋଷଫେ ଜଣେ ଭାଗ୍ଯବାନ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀଯ କର୍ତ୍ତାର ଗୃହ ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଯୋଷେଫଙ୍କର ସହାୟ ହେଲେ ଓ ଯୋଷେଫ ଜଣେ ଭାଗ୍ୟବାନ୍ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସରୀୟ କର୍ତ୍ତାର ଗୃହରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।