Genesis 39:20 — Compare Translations

5 translations compared side by side

Odia - 1840
"ସଠାେରେ ଏକ କାରାଗାର ଥିଲା ଯେଉଁଠା ରେ ରାଜାଙ୍କର ଶତୃମାନେ ରହୁଥିଲେ। ତେଣୁ ପୋଟୀଫର ଯୋଷଫଙ୍କେୁ ସହେି କାରାଗୃହ ରେ ରଖିଲା। ଏବଂ ଯୋଷଫେ ସହେିଠା ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଏକ କାରାଗାର ଥିଲା ଯେଉଁଠାରେ ରାଜାଙ୍କର ଶତ୍ରୁମାନେ ରହୁଥିଲେ। ତେଣୁ ପୋଟୀଫର ଯୋଷେଫଙ୍କୁ ସେହି କାରାଗୃହରେ ରଖିଲା। ଏବଂ ଯୋଷେଫ ସେହିଠାରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।