Genesis 39:21 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ଯୋଷଫେର ସହାୟ ଥିଲେ। ସଦାପ୍ରଭୁ ତାହାପ୍ରତି କୃପା ପ୍ରକାଶ କରି କାରାଗାର ରକ୍ଷକଙ୍କର ଦୃଷ୍ଟି ରେ ତାଙ୍କୁ ଅନୁଗ୍ରହର ପାତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ କାରାଗାରରେ ରହିଲେ କିନ୍ତୁ ସଦାପ୍ରଭୁ ଯୋଷେଫଙ୍କର ସହାୟ ଥିଲେ। ସଦାପ୍ରଭୁ ତାହା ପ୍ରତି କୃପା ପ୍ରକାଶ କରି କାରାଗାର ରକ୍ଷକଙ୍କର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହର ପାତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।