Genesis 39:22 — Compare Translations
5 translations compared side by side
Odia - 1840
"ତହିଁରେ ସହେି କାରା ରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀ ଲୋକଙ୍କର ଭାର ଯୋଷଫଙ୍କେ ହସ୍ତ ରେ ସମର୍ପଣ କଲେ। ପୁଣି ସମାନେେ ଯାହା କଲେ ସହେି ସକଳର କର୍ତ୍ତା ସହେି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀ ଲୋକଙ୍କର ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲେ। ପୁଣି ସେମାନେ ଯାହା କଲେ ସେହି ସକଳର କର୍ତ୍ତା ସେ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।