Genesis 39:23 — Compare Translations
5 translations compared side by side
Odia - 1840
"କାରା ରକ୍ଷକ ଯୋଷଫଙ୍କେର ହସ୍ତଗତ କୌଣସି ବିଷଯ ରେ ଦୃଷ୍ଟିପାତ କଲେ ନାହିଁ। କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ। ପୁଣି ସେ ଯାହା କଲେ ସଦାପ୍ରଭୁ ତାହା ସିଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲେ ନାହିଁ। କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ। ପୁଣି ସେ ଯାହା କଲେ ସଦାପ୍ରଭୁ ତାହା ସିଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।