Genesis 39:3 — Compare Translations

5 translations compared side by side

Odia - 1840
"ପୋଟୀଫର ଦେଖିଲା ଯେ ସଦାପ୍ରଭୁ ଯୋଷଫେକୁ ସହାୟ ଅଟନ୍ତି। ପୋଟୀଫର ଦେଖିଲା ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ୟ୍ଯ କରୁଛି ତାହା ସୁଚାରୁ ରୂପେ କରି ପାରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେ ଯେ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୋଟୀଫର ଦେଖିଲେ ଯେ ସଦାପ୍ରଭୁ ଯୋଷେଫଙ୍କର ସହାୟ ଅଟନ୍ତି। ପୋଟୀଫର ଦେଖିଲେ ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ଯ୍ୟ କରୁଛି ତାହା ସୁଗ୍ଭରୁ ରୂପେ କରି ପାରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।