Genesis 39:4 — Compare Translations

5 translations compared side by side

Odia - 1840
"ପୋଟୀଫର ଯୋଷଫେକୁ ପାଇ ବହୁତ ଖୁସି ହେଲେ। ସେ ଯୋଷଫେକୁ ଆପଣାର ଗୃହାଧ୍ଯକ୍ଷ କରି ତାଙ୍କର ରସ୍ତ ରେ ସର୍ବସ୍ବ ସମର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ଵ ସମର୍ପଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୋଟୀଫର ଯୋଷେଫଙ୍କୁ ପାଇ ବହୁତ ଖୁସୀ ହେଲେ। ସେ ଯୋଷେଫକୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବଶ୍ୱ ସମର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।