Genesis 39:5 — Compare Translations
5 translations compared side by side
Odia - 1840
"ଏହି ପ୍ରକା ରେ ସେ ଯୋଷଫଙ୍କେୁ ଆପଣା ଗୃହ ଓ ସର୍ବସ୍ବର ଅଧ୍ଯକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷଫଙ୍କେ ଲାଗି ସହେି ମିସ୍ରୀଯ ଲୋକରଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ଵର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।