Genesis 39:6 — Compare Translations

5 translations compared side by side

Odia - 1840
"ପୋଟୀଫର ଯୋଷଫେକୁ ସବୁ ଦାଯୀତ୍ବ ଦଇେ ସେ ଆଉ ତାଙ୍କର ଖାଇବା ବିନା କୌଣସି ପାଇଁ ବ୍ଯସ୍ତ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ଵର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ଵ ନେଲା ନାହିଁ । ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୋଟୀଫର ଯୋଷେଫଙ୍କୁ ସବୁ ଦାୟୀତ୍ୱ ଦେଇ, ସେ ତାଙ୍କର ଖାଇବା ବିନା କୌଣସି ପାଇଁ ବ୍ୟସ୍ତ ହେଲେ ନାହିଁ। ଯୋଷେଫ ପୋଟୀଫରର ସ୍ତ୍ରୀକୁ ଅସ୍ୱୀକାର କଲେ ଯୋଷେଫ ଦେଖିବାକୁ ବହୁତ ସୁନ୍ଦର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।