Genesis 39:7 — Compare Translations

5 translations compared side by side

Odia - 1840
"କିଛି ଦିନ ପରେ ଯୋଷଫେର ମୁନିବର ସ୍ତ୍ରୀ ଯୋଷଫେକୁ ନଜର ପକଇବୋକୁ ଲାଗିଲେ। ଦିନେ ସହେି ସ୍ତ୍ରୀ ଯୋଷଫେକୁ ଅନୁରୋଧ କଲେ, ମାେ ସହିତ ଶଯନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, ତୁମ୍ଭେ ମୋʼ ସଙ୍ଗେ ଶୟନ କର ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଦିନ ପରେ ଯୋଷେଫଙ୍କର ମୁନିବର ସ୍ତ୍ରୀ ଯୋଷେଫଙ୍କୁ ନଜର ପକେଇବାକୁ ଲାଗିଲା। ଦିନେ ସେହି ସ୍ତ୍ରୀ ଯୋଷେଫକୁ ଅନୁରୋଧ କଲା, “ମୋ’ ସହିତ ଶୟନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”
Odia IRV 2017 (ଓଡିଆ ବାଇବେଲ)
ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋ’ ସଙ୍ଗେ ଶୟନ କର।”