Genesis 39:8 — Compare Translations
5 translations compared side by side
Odia - 1840
"କିନ୍ତୁ ଯୋଷଫେ ମନା କଲେ ସେ କହିଲେ, ଦେଖ ଏ ଗୃହ ରେ ଯାହା ଅଛି ମାେ ମୁନିବ ତହିଁର ତତ୍ତ୍ବ ନିଅନ୍ତି ନାହିଁ। ସେ ମାେ ହସ୍ତ ରେ ଆପଣାର ସର୍ବସ୍ବ ସମର୍ପଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୋଷେଫ ଅସ୍ଵୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, ଦେଖ, ଏ ଗୃହରେ ମୋʼ ଜିମା ଯାହା ଅଛି, ମୋʼ ପ୍ରଭୁ ତହିଁର ତତ୍ତ୍ଵ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ଵ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋଷେଫ ମନା କରି କହିଲେ, “ଦେଖ ଏ ଗୃହରେ ଯାହା ଅଛି ମୋ’ ମୁନିବ ତହିଁର ତତ୍ତ୍ୱ ନିଅନ୍ତି ନାହିଁ। ସେ ମୋ’ ହସ୍ତରେ ଆପଣାର ସର୍ବଶ୍ୱ ସମର୍ପଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ’ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ’ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।