Genesis 39:9 — Compare Translations
5 translations compared side by side
Odia - 1840
"ଏହି ଗୃହ ରେ ସେ ମାେତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶଯନ କରି ପାରିବି ନାହିଁ। ଏହା ଭୁଲ ଅଟେ, ଏହା ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଗୃହରେ ମୋʼଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ । ଏହେତୁ ମୁଁ କିରୂପେ ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିପାରେ?
Odia Bible ERV 2004 (ପବିତ୍ର ବାଇବଲ)
ଏହି ଗୃହରେ ସେ ମୋତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶୟନ କରି ପାରିବି ନାହିଁ। ଏହା ଭୁଲ୍ ଅଟେ, ଏହା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ ତୁଲ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”
Odia IRV 2017 (ଓଡିଆ ବାଇବେଲ)
ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”