Genesis 4:1 — Compare Translations
5 translations compared side by side
Odia - 1840
"ଯେତବେେଳେ ସହେି ମନୁଷ୍ଯ ତାଙ୍କର ସ୍ତ୍ରୀ ହବାଙ୍କ ସହିତ ସହବାସ କଲେ, ସେ ଗର୍ଭବତୀ ହେଲ ଏବଂ ଏକ ପୁତ୍ରକୁ ଜନ୍ମ ଦେଲେ, ଯାହାକୁ ସେ କଯିନ କହିଲେ। ହବା କହିଲେ, ସଦାପ୍ରଭୁଙ୍କ ସହାୟତା ରେ ମୁଁ ଏକ ମନୁଷ୍ଯ ଜନ୍ମ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ପରିବାର ଯେତେବେଳେ ସେହି ମନୁଷ୍ୟ ତା’ର ସ୍ତ୍ରୀ ହବା ସହିତ ସହବାସ କଲା, ସେ ଗର୍ଭବତୀ ହେଲା ଏବଂ ଏକ ପୁତ୍ରକୁ ଜନ୍ମ ଦେଲା, ଯାହାକୁ ସେ କୟିନ କହିଲା। ହବା କହିଲା, “ସଦାପ୍ରଭୁଙ୍କ ସହାୟତାରେ ମୁଁ ଏକ ମନୁଷ୍ୟ ଜନ୍ମ କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”