Genesis 4:10 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ କହିଲେ, ତୁମ୍ଭେ କ'ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡ଼ାକ ପକାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ କହିଲେ, “ତୁମ୍ଭେ କ’ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
Recommended Reading