Genesis 4:11 — Compare Translations

5 translations compared side by side

Odia - 1840
"ଭୂମିରେ ତୁମ୍ଭ ଭାଇର ରକ୍ତ ଢ଼ାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
Odia Bible ERV 2004 (ପବିତ୍ର ବାଇବଲ)
ଭୂମିରେ ତୁମ୍ଭ ଭାଇର ରକ୍ତ ଢାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;