Genesis 4:13 — Compare Translations

5 translations compared side by side

Odia - 1840
"ଏହାପରେ କଯିନ କହିଲା, ମାରଦେଣ୍ଡ ଅସହ୍ଯ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୟିନ ସଦାପ୍ରଭୁଙ୍କୁ କହିଲେ, ମୋହର ଦଣ୍ତ ଅସହ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ କୟିନ କହିଲା, “ମୋର ଦଣ୍ଡ ଅସହ୍ୟ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
Odia IRV 2017 (ଓଡିଆ ବାଇବେଲ)
କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।