Genesis 4:14 — Compare Translations
5 translations compared side by side
Odia - 1840
"ଆଜି ତୁମ୍ଭେ ମାେତେ ଭୂମିରୁ ତଡ଼ି ଦଲେ, ତହିଁରେ ମୁଁ ତୁମ୍ଭଠାରୁ ଲୁକାଯିତ ହବେି। ମୁଁ ଏକ ପଳାତକ ଓ ପୃଥିବୀ ରେ ଭ୍ରମଣକାରୀ ହବେି। ଏପରି ହବେ ଯେ କୌଣସି ଲୋକ ମାେତେ ପାଇଲେ ବଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ିଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହି ରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ତୁମ୍ଭେ ମୋତେ ଏହି ଭୂମିରୁ ତଡ଼ି ଦେଲ, ତହିଁରେ ମୁଁ ତୁମ୍ଭଠାରୁ ଲୁକାୟିତ ହେବି। ମୁଁ ଏକ ପଳାତକ ଓ ପୃଥିବୀରେ ଭ୍ରମଣକାରୀ ହେବି। ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”