Genesis 4:15 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ କଯିନକୁ କହିଲେ, ମୁଁ ଏପରି ଘଟିବାକୁ ଦବେି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ଯା କରେ ତବେେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି। ଏହାପରେ ସଦାପ୍ରଭୁ ପରମେଶ୍ବର କଯିନଙ୍କୁ ଏକ ଚି଼ହ୍ନଟ ଦେଲେ। ଚ଼ିହ୍ନଟି ଦର୍ଶାଇଲା ଯେ, କହେି ତାକୁ ମାରିବା ଉଚ଼ିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ତାଙ୍କୁ କହିଲେ, ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ତ ହେବ । ପୁଣି କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ମୁଁ ଏପରି ଘଟିବାକୁ ଦେବି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ୟା କରେ, ତେବେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି।” ଏହା ପରେ ସଦାପ୍ରଭୁ ପରମେଶ୍ୱର କୟିନକୁ ଏକ ଚିହ୍ନ ଦେଲେ। ଚିହ୍ନଟି ଦର୍ଶାଇଲା ଯେ, କେହି ତାକୁ ମାରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।