Genesis 4:16 — Compare Translations
5 translations compared side by side
Odia - 1840
"ଏହାପରେ କଯିନ ସଦାପ୍ରଭୁଙ୍କର ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶ ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୟିନର ପରିବାର ଏହା ପରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶରେ ବାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।