Genesis 4:17 — Compare Translations
5 translations compared side by side
Odia - 1840
"କଯିନ ତା'ର ସ୍ତ୍ରୀ ସହିତ ସହବାସ କଲା। ଏହାପରେ ସେ ଗର୍ଭବତୀ ହାଇେ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କଯିନ ତା'ର ପୁତ୍ର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା'ର ନାମ ଦଲୋ ହନୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୟିନ ତା’ର ସ୍ତ୍ରୀ ସହିତ ସହବାସ କଲା। ଏହା ପରେ ସେ ଗର୍ଭବତୀ ହୋଇ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କୟିନ ତା’ର ପୁତ୍ରର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା’ର ନାମ ଦେଲା “ହନୋକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।