Genesis 4:18 — Compare Translations

5 translations compared side by side

Odia - 1840
"ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁଯାଯଲେ। ମହୁଯାଯଲରେ ଏକ ପୁତ୍ର ଥିଲା ଯାହାର ନାମ ମଥୁଶାଯଲେ ଓ ମଥୁଶାଯଲରେ ଏକ ପୁତ୍ର ଥିଲା ଯାହାର ନାମ ଲମେକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ ।
Odia Bible ERV 2004 (ପବିତ୍ର ବାଇବଲ)
ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁୟାୟେଲ। ମହୁୟାୟେଲର ଏକ ପୁତ୍ର ଥିଲା ଯାହାର ନାମ ମଥୁଶାୟେଲ ଓ ମଥୁଶାୟେଲର ଏକ ପୁତ୍ର ଥିଲା ଯାହାର ନାମ ଲେମକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।
Odia IRV 2017 (ଓଡିଆ ବାଇବେଲ)
ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।