Genesis 4:19 — Compare Translations
5 translations compared side by side
Odia - 1840
"ଲମେକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣଙ୍କର ନାମ ଆଦା ଓ ଅନ୍ୟ ଜଣଙ୍କର ନାମ ଥିଲା ସିଲ୍ଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲେମକ ଦୁଇ ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣକର ନାମ ଆଦା ଓ ଅନ୍ୟ ଜଣକର ନାମ ଥିଲା ସିଲ୍ଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।