Genesis 4:2 — Compare Translations
5 translations compared side by side
Odia - 1840
"ଏହାପରେ ହବା କଯିନର ଭାଇ ଏବଲଙ୍କୁ ଜନ୍ମ କଲେ। ଏବଲ ମଷେପାଳକ ଓ କଯିନ କୃଷକ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ । ହେବଲ ମେଷପାଳକ ଓ କୟିନ କୃଷକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହବା କୟିନର ଭାଇ ହେବଲଙ୍କୁ ଜନ୍ମ କଲା। ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।