Genesis 4:20 — Compare Translations
5 translations compared side by side
Odia - 1840
"ଆଦା ଜାବଳକୁ ଜନ୍ମ ଦଲୋ, ସେ ତମ୍ବୁ ନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସମାନେେ ଗୋରୁଗାଇ ଚ଼ରାଇ ଜୀବିକା ନିର୍ବାହ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ଵୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଦା ଜାବଳକୁ ଜନ୍ମ ଦେଲା, ସେ ତମ୍ବୁନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସେମାନେ ଗୋରୁଗାଈ ଚରାଇ ଜୀବିକା ନିର୍ବାହ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।