Genesis 4:21 — Compare Translations

5 translations compared side by side

Odia - 1840
"ଜାବଳ ଭାଇର ନାମ ଥିଲା ୟୁବଳ। ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଜାବଳର ଭାଇର ନାମ ଥିଲା ଯୁବଳ। ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।